ଗୀତସଂହିତା 23:2 - ପବିତ୍ର ବାଇବଲ2 ସେ ମୋତେ କୋମଳ ସବୁଜ ସ୍ଥାନରେ ଶୋଇବାକୁ ଦିଅନ୍ତି। ସେ ମୋତେ ସ୍ଥିର ଜଳପୂର୍ଣ୍ଣ ପୁଷ୍କରିଣୀ ପାଖେ ପାଖେ କଢ଼ାଇ ନିଅନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)2 ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। See the chapterଓଡିଆ ବାଇବେଲ2 ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। See the chapter |