ଗୀତସଂହିତା 24:1 - ପବିତ୍ର ବାଇବଲ1 ପୃଥିବୀ ଓ ତହିଁରେ ଥିବା ସମସ୍ତ ବସ୍ତୁ ସଦାପ୍ରଭୁଙ୍କର ଅଟେ। ପୃଥିବୀର ସମସ୍ତ ଲୋକ ତାଙ୍କ ଆଶ୍ରିତ ଅଟନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)1 ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। See the chapterଓଡିଆ ବାଇବେଲ1 ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। See the chapter |