ଗୀତସଂହିତା 25:2 - ପବିତ୍ର ବାଇବଲ2 ହେ ମୋର ପରମେଶ୍ୱର, ମୁଁ ତୁମ୍ଭର ଶରଣାଗତ ଓ ମୁଁ କେବେ ନିରାଶ ହେବି ନାହିଁ। ମୋତେ ମୋର ଶତ୍ରୁମାନେ ଦେଖି କେବେ ହସିବେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)2 ହେ ମୋହର ପରମେଶ୍ଵର, ମୁଁ ତୁମ୍ଭଠାରେ ଶରଣ ନେଇଅଛି, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ। See the chapterଓଡିଆ ବାଇବେଲ2 ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋ’ ଉପରେ ଉଲ୍ଲାସ ନ କରନ୍ତୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ। See the chapter |