ଗୀତସଂହିତା 25:20 - ପବିତ୍ର ବାଇବଲ20 ହେ ସଦାପ୍ରଭୁ, ମୋର ପ୍ରାଣ ରକ୍ଷା କର। ମୁଁ ତୁମ୍ଭ ଉପରେ ନିର୍ଭର ରଖିଛି। ତେଣୁ ମୋତେ ନିରାଶ କର ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)20 ମୋʼ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି। See the chapterଓଡିଆ ବାଇବେଲ20 ମୋ’ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମୋʼ ପ୍ରାଣକୁ ରକ୍ଷା କର ଓ ମୋତେ ଉଦ୍ଧାର କର; ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ, କାରଣ ମୁଁ ତୁମ୍ଭଠାରେ ଶରଣ ନେଇଅଛି। See the chapter |