ଗୀତସଂହିତା 27:11 - ପବିତ୍ର ବାଇବଲ11 ହେ ସଦାପ୍ରଭୁ, ମୋର ଶତ୍ରୁମାନେ ଅଛନ୍ତି। ତେଣୁ ମୋତେ ନ୍ୟାୟମାର୍ଗ ପ୍ରଦର୍ଶନ କର। ମୋତେ ସରଳ ମାର୍ଗରେ ଯିବାକୁ ଶିକ୍ଷା ଦିଅ। See the chapterପବିତ୍ର ବାଇବଲ (Re-edited) - (BSI)11 ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ। See the chapterଓଡିଆ ବାଇବେଲ11 ହେ ସଦାପ୍ରଭୁ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ସଦାପ୍ରଭୋ, ମୋହର ଶତ୍ରୁଗଣ ସକାଶୁ ମୋତେ ତୁମ୍ଭର ମାର୍ଗ ଶିଖାଅ; ଓ ସରଳ ପଥରେ ମୋତେ କଢ଼ାଇ ନିଅ। See the chapter |