ଗୀତସଂହିତା 27:2 - ପବିତ୍ର ବାଇବଲ2 ଦୁଷ୍ଟ ଲୋକମାନେ ହୁଏତ ମୋତେ ଆକ୍ରମଣ କରି ପାରନ୍ତି, ସେମାନେ ମୋର ଶରୀରକୁ ଆଘାତ କରିବାକୁ ଗ୍ଭହାନ୍ତି। ମୋର ଶତ୍ରୁମାନେ ମୋତେ ଆକ୍ରମଣ କରି ଧ୍ୱଂସ କରିଦେବାକୁ ଗ୍ଭହାନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)2 ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ। See the chapterଓଡିଆ ବାଇବେଲ2 ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଦୁଷ୍କର୍ମକାରୀଗଣ ମୋହର ମାଂସ ଗ୍ରାସ କରିବା ପାଇଁ ମୋତେ ଆକ୍ରମଣ କରିବା ବେଳେ ମୋହର ସେହି ବିପକ୍ଷ ଓ ଶତ୍ରୁମାନେ ଝୁଣ୍ଟି ପତିତ ହେଲେ। See the chapter |