ଗୀତସଂହିତା 27:6 - ପବିତ୍ର ବାଇବଲ6 ମୋର ଶତ୍ରୁମାନେ ମୋତେ ଘେରି ଗଲେଣି। କିନ୍ତୁ ମୋର ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରି ମୋତେ ରକ୍ଷା କରିବେ। ତା'ପରେ ମୁଁ ତାଙ୍କ ମନ୍ଦିରରେ ମୋର ବଳିଦାନ ଅର୍ପଣ କରିବି। ମୁଁ ଆନନ୍ଦ ଧ୍ୱନିରେ ବଳିଦାନ ଉତ୍ସର୍ଗ ଦେବି। ମୁଁ ଗୀତ ବୋଲି ସଦାପ୍ରଭୁଙ୍କର ମହିମା ବର୍ଣ୍ଣନା କରି ତାଙ୍କ ପ୍ରତି ଥିବା ସମ୍ମାନକୁ ନିବେଦନ କରିବି। See the chapterପବିତ୍ର ବାଇବଲ (Re-edited) - (BSI)6 ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ଵୁରେ ଜୟଧ୍ଵନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। See the chapterଓଡିଆ ବାଇବେଲ6 ଏଣୁ ଏବେ ମୋ’ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଣୁ ଏବେ ମୋʼ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ଉପରେ ମୋହର ମସ୍ତକ ଉନ୍ନତ ହେବ; ଆଉ, ମୁଁ ତାହାଙ୍କ ତମ୍ବୁରେ ଜୟଧ୍ୱନିର ବଳି ଉତ୍ସର୍ଗ କରିବି; ମୁଁ ଗାନ କରିବି, ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି। See the chapter |