ଗୀତସଂହିତା 28:7 - ପବିତ୍ର ବାଇବଲ7 ସଦାପ୍ରଭୁ ହିଁ ମୋର ବଳ। ସେ ମୋର ଢାଲ ସଦୃଶ। ମୁଁ ତାଙ୍କଠାରେ ବିଶ୍ୱାସ କରେ କାରଣ ସେ ମୋତେ ରକ୍ଷା କଲେ। ମୁଁ ଅତି ଖୁସୀ। ମୁଁ ଆଜି ପ୍ରଶଂସାର ଗୀତ ଗାଇବି। See the chapterପବିତ୍ର ବାଇବଲ (Re-edited) - (BSI)7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟ; ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି। See the chapterଓଡିଆ ବାଇବେଲ7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ’ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋʼ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି। See the chapter |