ଗୀତସଂହିତା 3:2 - ପବିତ୍ର ବାଇବଲ2 ବହୁତ ଲୋକ ମୋ’ ବିରୁଦ୍ଧରେ କଥା ହେଉଛନ୍ତି। ସେହି ଲୋକମାନେ କହୁଛନ୍ତି, “ପରମେଶ୍ୱର ତାକୁ ରକ୍ଷା କରି ପାରିବେ ନାହିଁ।” ସେଲା See the chapterପବିତ୍ର ବାଇବଲ (Re-edited) - (BSI)2 ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ଵରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। [ସେଲା See the chapterଓଡିଆ ବାଇବେଲ2 ଅନେକେ ମୋ’ ପ୍ରାଣ ବିଷୟରେ କହନ୍ତି, “ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ।” [ସେଲା] See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଅନେକେ ମୋʼ ପ୍ରାଣ ବିଷୟରେ କହନ୍ତି, ପରମେଶ୍ୱରଙ୍କ ନିକଟରେ ତାହା ପାଇଁ ପରିତ୍ରାଣ ନାହିଁ। [ସେଲା] See the chapter |