ଗୀତସଂହିତା 3:5 - ପବିତ୍ର ବାଇବଲ5 ମୁଁ ଶୋଇଲି ଓ ବିଶ୍ରାମ ନେଲି ଏବଂ ମୁଁ ଜାଣେ ମୁଁ ପୁଣି ଜାଗ୍ରତ ହେବି, କାରଣ ସଦାପ୍ରଭୁ ମୋତେ ସର୍ବଦା ରକ୍ଷା କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି। See the chapterଓଡିଆ ବାଇବେଲ5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି। See the chapter |