ଗୀତସଂହିତା 30:8 - ପବିତ୍ର ବାଇବଲ8 ତେଣୁ ହେ ପରମେଶ୍ୱର, ମୁଁ ତୁମ୍ଭକୁ ମୋ’ ପ୍ରତି ସଦୟ ହେବାକୁ ନିବେଦନ କଲି। See the chapterପବିତ୍ର ବାଇବଲ (Re-edited) - (BSI)8 ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି। See the chapterଓଡିଆ ବାଇବେଲ8 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହେ ସଦାପ୍ରଭୋ, ମୁଁ ତୁମ୍ଭକୁ ଡାକିଲି; ପୁଣି, ସଦାପ୍ରଭୁଙ୍କ ନିକଟରେ ନିବେଦନ କଲି। See the chapter |