Online Bible

- Advertisements -




ଗୀତସଂହିତା 31:10 - ପବିତ୍ର ବାଇବଲ

10 ମୋର ଜୀବନ ଦୁଃଖରେ ଶେଷ ହେବାକୁ ଯାଉଛି। ମୋର ଜୀବନ ଦୁଃଖରେ ସରିଯିବ। ମୋର ଅସ୍ଥିସବୁ କ୍ଷୀଣ ହୋଇ ଯାଉଛି ଓ ମୁଁ ଅଧିକରୁ ଅଧିକ ଦୁର୍ବଳ ହୋଇଯାଉଛି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।

See the chapter Copy

ଓଡିଆ ବାଇବେଲ

10 କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋ’ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।

See the chapter Copy




ଗୀତସଂହିତା 31:10

Follow us:

Advertisements


Advertisements