Online Bible

- Advertisements -




ଗୀତସଂହିତା 31:17 - ପବିତ୍ର ବାଇବଲ

17 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କରୁଛି, ତୁମ୍ଭେ ମୋତେ ନିରାଶ କରିବ ନାହିଁ। ଦୁଷ୍ଟ ଲୋକମାନେ ନିରାଶ ହେବେ। ସେମାନେ ନୀରବରେ କବରକୁ ଯିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ।

See the chapter Copy

ଓଡିଆ ବାଇବେଲ

17 ହେ ସଦାପ୍ରଭୁ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ହେ ସଦାପ୍ରଭୋ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ଡାକ ପକାଇଅଛି; ଦୁଷ୍ଟମାନେ ଲଜ୍ଜିତ ହେଉନ୍ତୁ, ସେମାନେ ପାତାଳରେ ନୀରବ ହେଉନ୍ତୁ।

See the chapter Copy




ଗୀତସଂହିତା 31:17

Follow us:

Advertisements


Advertisements