ଗୀତସଂହିତା 31:18 - ପବିତ୍ର ବାଇବଲ18 ସେହି ଦୁଷ୍ଟ ଲୋକମାନେ ମିଥ୍ୟାବାଦୀ। ସେମାନେ ଧାର୍ମିକ ଲୋକଙ୍କ ବିରୁଦ୍ଧରେ ମିଥ୍ୟାକଥା କୁହନ୍ତି। ସେହି ଦୁଷ୍ଟ ଲୋକମାନେ ଅତ୍ୟନ୍ତ ଅହଂକାରୀ। ସେମାନଙ୍କର ସେହି ମିଥ୍ୟା କହୁଥିବା ଓଷ୍ଠ ନୀରବ ହୋଇଯିବ। See the chapterପବିତ୍ର ବାଇବଲ (Re-edited) - (BSI)18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି। See the chapterଓଡିଆ ବାଇବେଲ18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମିଥ୍ୟାବାଦୀ ଓଷ୍ଠାଧରସବୁ ମୂକ ହେଉ, ସେମାନେ ଅହଙ୍କାର ଓ ତୁଚ୍ଛ ଭାବରେ ଧାର୍ମିକମାନଙ୍କ ପ୍ରତିକୂଳରେ ଦର୍ପ କଥା କହନ୍ତି। See the chapter |