ଗୀତସଂହିତା 31:19 - ପବିତ୍ର ବାଇବଲ19 ପରମେଶ୍ୱର, ତୁମ୍ଭେ ଆପଣା ଅନୁସରଣକାରୀମାନଙ୍କ ପାଇଁ ଉତ୍ତମତା ଏକ ଧନଭଣ୍ଡାର ପରି ରଖିଅଛ। ତୁମ୍ଭେ ସମସ୍ତଙ୍କ ସମ୍ମୁଖରେ ଭଲ କାର୍ଯ୍ୟ କର। ସେହି ଲୋକମାନଙ୍କ ପାଇଁ ଯେଉଁମାନେ ତୁମ୍ଭର ଅନୁଗତ। See the chapterପବିତ୍ର ବାଇବଲ (Re-edited) - (BSI)19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍ ! See the chapterଓଡିଆ ବାଇବେଲ19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍ ! See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍! See the chapter |