Online Bible

- Advertisements -




ଗୀତସଂହିତା 31:24 - ପବିତ୍ର ବାଇବଲ

24 ହେ ଲୋକମାନେ, ଯେଉଁମାନେ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଅପେକ୍ଷା କରିଛ। ସାହସୀ ହୁଅ, ତାହାହେଲେ ପରମେଶ୍ୱର ତୁମ୍ଭକୁ ଶକ୍ତିଶାଳୀ କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

24 ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।

See the chapter Copy

ଓଡିଆ ବାଇବେଲ

24 ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ହେ ସଦାପ୍ରଭୁଙ୍କଠାରେ ଭରସାକାରୀ ସମସ୍ତେ, ତୁମ୍ଭେମାନେ ବଳବାନ ହୁଅ ଓ ତୁମ୍ଭମାନଙ୍କ ଅନ୍ତଃକରଣ ସାହସିକ ହେଉ।

See the chapter Copy




ଗୀତସଂହିତା 31:24

Follow us:

Advertisements


Advertisements