ଗୀତସଂହିତା 31:3 - ପବିତ୍ର ବାଇବଲ3 ହେ ମୋର ପରମେଶ୍ୱର, ତୁମ୍ଭେ ମୋର ଦୃଢ଼ ଶୈଳ। ତେଣୁ ମୋତେ ତୁମ୍ଭର ପଥ ଦେଖାଅ ଓ ଦିଗଦର୍ଶନ ଦିଅ। See the chapterପବିତ୍ର ବାଇବଲ (Re-edited) - (BSI)3 କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ। See the chapterଓଡିଆ ବାଇବେଲ3 କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ଅଟ; ଏଥିପାଇଁ ନିଜ ନାମ ସକାଶୁ ମୋତେ ପଥ ଦେଖାଇ କଢ଼ାଇ ନିଅ। See the chapter |