Online Bible

- Advertisements -




ଗୀତସଂହିତା 31:7 - ପବିତ୍ର ବାଇବଲ

7 ପରମେଶ୍ୱର ଦୟାର ସାଗର। ତେଣୁ ମୋତେ ସୁଖରେ ରଖନ୍ତି। ତୁମ୍ଭେ ମୋର ଦୂରାବସ୍ଥା ଦେଖିଛ। ତୁମ୍ଭେ ଜାଣ ମୋ’ ଉପରେ ଯେଉଁ ବିପଦ ପଡ଼ିଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ଵ ନେଇଅଛ।

See the chapter Copy

ଓଡିଆ ବାଇବେଲ

7 ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋ’ ପ୍ରାଣର ତତ୍ତ୍ୱ ନେଇଅଛ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମୁଁ ତୁମ୍ଭ ଦୟାରେ ଆନନ୍ଦ ଓ ଉଲ୍ଲାସ କରିବି; କାରଣ ତୁମ୍ଭେ ମୋହର କ୍ଳେଶ ଦେଖିଅଛ; ତୁମ୍ଭେ ଦୁର୍ଦ୍ଦଶା ସମୟରେ ମୋʼ ପ୍ରାଣର ତତ୍ତ୍ୱ ନେଇଅଛ।

See the chapter Copy




ଗୀତସଂହିତା 31:7

Follow us:

Advertisements


Advertisements