ଗୀତସଂହିତା 32:6 - ପବିତ୍ର ବାଇବଲ6 ଏହି କାରଣରୁ ତୁମ୍ଭର ସମସ୍ତ ଅନୁଗାମୀମାନେ ତୁମ୍ଭକୁ ପ୍ରାର୍ଥନା କରନ୍ତି। ଯଦିଓ ସେମାନଙ୍କର ବନ୍ୟାପରି ବହୁତ ବିପଦ ଅଛି, ତଥାପି ସେମାନେ ନିରାପଦରେ ରହିବେ। See the chapterପବିତ୍ର ବାଇବଲ (Re-edited) - (BSI)6 ଏଥିପାର୍ଇ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। See the chapterଓଡିଆ ବାଇବେଲ6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। See the chapter |