ଗୀତସଂହିତା 32:8 - ପବିତ୍ର ବାଇବଲ8 ସଦାପ୍ରଭୁ କୁହନ୍ତି, “ମୁଁ ତୁମ୍ଭକୁ ଶିକ୍ଷା ଦେବି ଏବଂ ତୁମ୍ଭେ ଯେଉଁ ମାର୍ଗରେ ବଞ୍ଚିବ ତାକୁ ମଧ୍ୟ ବତାଇ ଦେବି। ମୁଁ ତୁମ୍ଭକୁ ରକ୍ଷା କରିବି ଏବଂ ତୁମ୍ଭର ତତ୍ତ୍ୱାବଧାରକ ହେବି। See the chapterପବିତ୍ର ବାଇବଲ (Re-edited) - (BSI)8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି। See the chapterଓଡିଆ ବାଇବେଲ8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୁଁ ତୁମ୍ଭକୁ ଉପଦେଶ ଦେବି ଓ ତୁମ୍ଭର ଗନ୍ତବ୍ୟ ମାର୍ଗ ଶିଖାଇବି; ମୁଁ ତୁମ୍ଭ ଉପରେ ଆପଣା ଦୃଷ୍ଟି ରଖି ତୁମ୍ଭକୁ ମନ୍ତ୍ରଣା ଦେବି। See the chapter |