Online Bible

- Advertisements -




ଗୀତସଂହିତା 33:15 - ପବିତ୍ର ବାଇବଲ

15 ପରମେଶ୍ୱର ସମସ୍ତ ମନୁଷ୍ୟମାନଙ୍କ ହୃଦୟକୁ ତିଆରି କରିଛନ୍ତି। ତେଣୁ ପରମେଶ୍ୱର ଜାଣନ୍ତି ପ୍ରତ୍ୟେକ ମନୁଷ୍ୟ କ’ଣ ଚିନ୍ତା କରୁଥାଏ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ଆଲୋଚନା କରନ୍ତି।

See the chapter Copy

ଓଡିଆ ବାଇବେଲ

15 ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେ ସମସ୍ତଙ୍କର ହୃଦୟ ଗଢ଼ନ୍ତି, ସେ ସେମାନଙ୍କର କର୍ମସବୁ ନିରୀକ୍ଷଣ କରନ୍ତି।

See the chapter Copy




ଗୀତସଂହିତା 33:15

Follow us:

Advertisements


Advertisements