ଗୀତସଂହିତା 33:22 - ପବିତ୍ର ବାଇବଲ22 ହେ ସଦାପ୍ରଭୁ, ଆମ୍ଭେ ପ୍ରକୃତରେ ତୁମ୍ଭକୁ ଉପାସନା କରୁଛୁ। ତେଣୁ ତୁମ୍ଭର କୃପା ଦୃଷ୍ଟି ଓ ଦୟା ଆମ୍ଭମାନଙ୍କ ପ୍ରତି ରହିଥାଉ। See the chapterପବିତ୍ର ବାଇବଲ (Re-edited) - (BSI)22 ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ। See the chapterଓଡିଆ ବାଇବେଲ22 ହେ ସଦାପ୍ରଭୁ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ। See the chapter |