ଗୀତସଂହିତା 33:3 - ପବିତ୍ର ବାଇବଲ3 ତାଙ୍କ ଉଦ୍ଦେଶ୍ୟରେ ଏକ ନୂତନ ଗୀତ ଶୁଣାଅ। ସୁନ୍ଦର ସ୍ୱରରେ ମନୋହର ବାଦ୍ୟରେ ଏକ ଗୀତ ରଚନା କର। See the chapterପବିତ୍ର ବାଇବଲ (Re-edited) - (BSI)3 ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ଵନିରେ ମନୋହର ବାଦ୍ୟ କର। See the chapterଓଡିଆ ବାଇବେଲ3 ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ୱନିରେ ମନୋହର ବାଦ୍ୟ କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତାହାଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ଉଚ୍ଚଧ୍ୱନିରେ ମନୋହର ବାଦ୍ୟକର। See the chapter |