ଗୀତସଂହିତା 34:1 - ପବିତ୍ର ବାଇବଲ1 ମୁଁ ସର୍ବଦା ସଦାପ୍ରଭୁଙ୍କ ପ୍ରଶଂସା କରିବି। ତାଙ୍କର ପ୍ରଶଂସା ମୋର ଓଠରେ ସବୁବେଳେ ଲାଗିରହିବ। See the chapterପବିତ୍ର ବାଇବଲ (Re-edited) - (BSI)1 ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। See the chapterଓଡିଆ ବାଇବେଲ1 ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋ’ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। See the chapter |