ଗୀତସଂହିତା 34:11 - ପବିତ୍ର ବାଇବଲ11 ହେ ପିଲାମାନେ, ଆସ ମୋ’ କଥା ଶୁଣ; କିପରି ସଦାପ୍ରଭୁଙ୍କୁ ସମ୍ମାନ କରାଯାଏ ମୁଁ ତୁମ୍ଭକୁ ଶିକ୍ଷା ଦେବି। See the chapterପବିତ୍ର ବାଇବଲ (Re-edited) - (BSI)11 ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି। See the chapterଓଡିଆ ବାଇବେଲ11 ହେ ବାଳକମାନେ, ଆସ, ମୋ’ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି। See the chapter |