Online Bible

- Advertisements -




ଗୀତସଂହିତା 34:14 - ପବିତ୍ର ବାଇବଲ

14 ମନ୍ଦକାର୍ଯ୍ୟ କରିବା ବନ୍ଦ କର। କେବଳ ଉତ୍ତମ କାର୍ଯ୍ୟ କର। ଶାନ୍ତି ପାଇଁ କାର୍ଯ୍ୟ କର। ଶାନ୍ତି ପାଇଲା ପର୍ଯ୍ୟନ୍ତ ଶାନ୍ତି ପଛରେ ଦୌଡ଼।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

14 ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ଵେଷଣ କର ଓ ତହିଁର ଅନୁଗାମୀ ହୁଅ।

See the chapter Copy

ଓଡିଆ ବାଇବେଲ

14 ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ମନ୍ଦତାରୁ ଦୂର ହୁଅ ଓ ସୁକର୍ମ କର; ଶାନ୍ତି ଅନ୍ୱେଷଣ କର ଓ ତହିଁର ଅନୁଗାମୀ ହୁଅ।

See the chapter Copy




ଗୀତସଂହିତା 34:14

Follow us:

Advertisements


Advertisements