Online Bible

- Advertisements -




ଗୀତସଂହିତା 34:17 - ପବିତ୍ର ବାଇବଲ

17 ସଦାପ୍ରଭୁଙ୍କୁ ପ୍ରାର୍ଥନା କର ସେ ତୁମ୍ଭ ଡାକ ଶୁଣିବେ। ସେ ତୁମ୍ଭକୁ ତୁମ୍ଭର ସମସ୍ତ ବିପଦରୁ ଉଦ୍ଧାର କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

17 ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।

See the chapter Copy

ଓଡିଆ ବାଇବେଲ

17 ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଧାର୍ମିକମାନେ କ୍ରନ୍ଦନ କରନ୍ତେ, ସଦାପ୍ରଭୁ ଶୁଣିଲେ ଓ ସେମାନଙ୍କ ସର୍ବ ସଙ୍କଟରୁ ସେମାନଙ୍କୁ ଉଦ୍ଧାର କଲେ।

See the chapter Copy




ଗୀତସଂହିତା 34:17

Follow us:

Advertisements


Advertisements