ଗୀତସଂହିତା 35:12 - ପବିତ୍ର ବାଇବଲ12 ମୁଁ କେବଳ ଭଲ କାର୍ଯ୍ୟ କରିଛି। କିନ୍ତୁ ସେହି ଲୋକମାନେ ମୋ’ ବିରୁଦ୍ଧରେ କେବଳ ମନ୍ଦକାର୍ଯ୍ୟ କରିଛନ୍ତି। ସଦାପ୍ରଭୁ ଦୟାକରି ମୋତେ କେବଳ ଭଲ ଜିନିଷ ଦିଅ, ଯାହା ମୋର ପ୍ରାପ୍ୟ ଅଟେ। See the chapterପବିତ୍ର ବାଇବଲ (Re-edited) - (BSI)12 ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ। See the chapterଓଡିଆ ବାଇବେଲ12 ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସେମାନେ ହିତର ପରିବର୍ତ୍ତେ ମୋହର ଅହିତ କରନ୍ତି, ତହିଁରେ ମୋହର ପ୍ରାଣ ଅନାଥ ହୁଏ। See the chapter |