ଗୀତସଂହିତା 35:17 - ପବିତ୍ର ବାଇବଲ17 ମୋର ପ୍ରଭୁ, ଆଉ କେତେଦିନ ଏପରି ଘଟଣା ମୋ’ ଉପରେ ଘଟୁଥିବ? ସେହି ଲୋକମାନେ ମୋତେ ଧ୍ୱଂସ କରିଦେବାକୁ ଗ୍ଭହୁଁଛନ୍ତି। ସଦାପ୍ରଭୁ ମୋର ପ୍ରାଣକୁ ବଞ୍ଚାଅ। ମୋର ଅତି ପ୍ରିୟ ଆତ୍ମାକୁ ସେହି ଦୁଷ୍ଟ ଲୋକମାନଙ୍କ କବଳରୁ ଉଦ୍ଧାର କର। ସେମାନେ ସିଂହ ତୁଲ୍ୟ ଅଟନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)17 ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ? ସେମାନଙ୍କ ଧ୍ଵଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର (ଆତ୍ମାକୁ) ରକ୍ଷା କର। See the chapterଓଡିଆ ବାଇବେଲ17 ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ଅନାଇ ଥିବ ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ହେ ସଦାପ୍ରଭୋ, ତୁମ୍ଭେ କେତେ କାଳ ଅନାଇ ଥିବ? ସେମାନଙ୍କ ଧ୍ୱଂସନରୁ ମୋହର ପ୍ରାଣକୁ, ସିଂହମାନଙ୍କଠାରୁ ମୋହର ଏକମାତ୍ର ଆତ୍ମାକୁ ରକ୍ଷା କର। See the chapter |