ଗୀତସଂହିତା 35:18 - ପବିତ୍ର ବାଇବଲ18 ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ବିରାଟ ସମ୍ମିଳନୀ କକ୍ଷରେ ପ୍ରଶଂସା କରିବି। ମୁଁ ତୁମ୍ଭକୁ ପ୍ରଶଂସା କରିବି ମୁଁ ଯେତେବେଳେ ଶକ୍ତିଶାଳୀ ଲୋକମାନଙ୍କ ସଙ୍ଗରେ ଥାଏ। See the chapterପବିତ୍ର ବାଇବଲ (Re-edited) - (BSI)18 ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି। See the chapterଓଡିଆ ବାଇବେଲ18 ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ମୁଁ ମହାସମାଜ ମଧ୍ୟରେ ତୁମ୍ଭଙ୍କୁ ଧନ୍ୟବାଦ ଦେବି। ମୁଁ ମହାଜନତା ମଧ୍ୟରେ ତୁମ୍ଭର ପ୍ରଶଂସା କରିବି। See the chapter |