ଗୀତସଂହିତା 35:20 - ପବିତ୍ର ବାଇବଲ20 ମୋର ଶତ୍ରୁମାନେ କେବେହେଲେ ଶାନ୍ତିର କଥା କହନ୍ତି ନାହିଁ। ସେମାନେ ଗୋପନରେ ଶାନ୍ତି ପ୍ରିୟ ଲୋକମାନଙ୍କ ବିରୁଦ୍ଧରେ ମନ୍ଦକାର୍ଯ୍ୟ କରିବାକୁ କଳ୍ପନା କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)20 ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି। See the chapterଓଡିଆ ବାଇବେଲ20 ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେମାନେ ଶାନ୍ତିର କଥା କହନ୍ତି ନାହିଁ; ମାତ୍ର ଦେଶସ୍ଥ ଶାନ୍ତ ଲୋକଙ୍କ ବିରୁଦ୍ଧରେ ଛଳକଥା କଳ୍ପନା କରନ୍ତି। See the chapter |