Online Bible

- Advertisements -




ଗୀତସଂହିତା 35:22 - ପବିତ୍ର ବାଇବଲ

22 ହେ ସଦାପ୍ରଭୁ, ନିଶ୍ଚୟ ତୁମ୍ଭେ ତାହା ଦେଖୁଅଛ, ଯାହାସବୁ ଘଟି ଯାଉଛି। ତେଣୁ ତୁମ୍ଭେ ନୀରବ ରୁହ ନାହିଁ। ମୋତେ ପରିତ୍ୟାଗ କର ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

22 ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ।

See the chapter Copy

ଓଡିଆ ବାଇବେଲ

22 ହେ ସଦାପ୍ରଭୁ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୁ, ମୋ’ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ହେ ସଦାପ୍ରଭୋ, ତୁମ୍ଭେ ତାହା ଦେଖିଅଛ; ନୀରବ ରୁହ ନାହିଁ; ହେ ପ୍ରଭୋ, ମୋʼ ଠାରୁ ଦୂରବର୍ତ୍ତୀ ହୁଅ ନାହିଁ।

See the chapter Copy




ଗୀତସଂହିତା 35:22

Follow us:

Advertisements


Advertisements