Online Bible

- Advertisements -




ଗୀତସଂହିତା 35:28 - ପବିତ୍ର ବାଇବଲ

28 ତେଣୁ ସଦାପ୍ରଭୁ, ମୁଁ ଲୋକମାନଙ୍କୁ କହେ, ତୁମ୍ଭେ କେତେ ମହାନ ଅଟ। ମୁଁ ପ୍ରତିଦିନ ତୁମ୍ଭକୁ ପ୍ରଶଂସା କରେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

28 ପୁଣି, ମୋହର ଜିହ୍ଵା ଦିନଯାକ ତୁମ୍ଭ ଧର୍ମଗୁଣ ଓ ତୁମ୍ଭ ପ୍ରଶଂସାର କଥା କହିବ।

See the chapter Copy

ଓଡିଆ ବାଇବେଲ

28 ପୁଣି, ମୋହର ଜିହ୍ୱା ଦିନସାରା ତୁମ୍ଭ ଧର୍ମଗୁଣ ଓ ତୁମ୍ଭ ପ୍ରଶଂସାର କଥା କହିବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ପୁଣି, ମୋହର ଜିହ୍ୱା ଦିନସାରା ତୁମ୍ଭ ଧର୍ମଗୁଣ ଓ ତୁମ୍ଭ ପ୍ରଶଂସାର କଥା କହିବ।

See the chapter Copy




ଗୀତସଂହିତା 35:28

Follow us:

Advertisements


Advertisements