Online Bible

- Advertisements -




ଗୀତସଂହିତା 35:9 - ପବିତ୍ର ବାଇବଲ

9 ତା'ପରେ ମୁଁ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବି। ମୁଁ ଅଧିକ ଖୁସୀ ହେବି ଯେତେବେଳେ ସେ ମୋତେ ରକ୍ଷା କରିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।

See the chapter Copy

ଓଡିଆ ବାଇବେଲ

9 ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଆନନ୍ଦିତ ହେବ ଓ ତାହାଙ୍କ ପରିତ୍ରାଣରେ ଉଲ୍ଲାସ କରିବ।

See the chapter Copy




ଗୀତସଂହିତା 35:9

Follow us:

Advertisements


Advertisements