Online Bible

- Advertisements -




ଗୀତସଂହିତା 36:12 - ପବିତ୍ର ବାଇବଲ

12 ଏକଥା ସେମାନଙ୍କର କବର ଉପରେ ଲେଖିଦିଅ, “ଏହି ଲୋକମାନେ ଦୁଷ୍ଟ ଲୋକ ଅଟନ୍ତି। ଏମାନେ ସମସ୍ତେ ଅଧପତିତ ହୋଇଛନ୍ତି। ଏମାନେ ଆଉ ପୁନର୍ବାର ଉଠିବେ ନାହିଁ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

12 ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ।

See the chapter Copy

ଓଡିଆ ବାଇବେଲ

12 ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେଇ, ଅଧର୍ମାଚାରୀମାନେ ପତିତ ହେଲେ; ସେମାନେ ଅଧଃପତିତ ହେଲେ, ଆଉ ଉଠିବାକୁ ସମର୍ଥ ହେବେ ନାହିଁ।

See the chapter Copy




ଗୀତସଂହିତା 36:12

Follow us:

Advertisements


Advertisements