ଗୀତସଂହିତା 36:4 - ପବିତ୍ର ବାଇବଲ4 ରାତ୍ରିରେ ସେ ମୂଲ୍ୟହୀନ କଥାସବୁ କରିବାକୁ ଯୋଜନା କରେ। ସେ ସକାଳୁ ଉଠି କିଛି ଭଲ କାର୍ଯ୍ୟ କରେ ନାହିଁ ଏବଂ ସେ ମନ୍ଦକାର୍ଯ୍ୟ କରିବାରୁ ବିମୁଖ ହୁଏ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ। See the chapterଓଡିଆ ବାଇବେଲ4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେ ଆପଣା ଶଯ୍ୟାରେ ଅଧର୍ମ କଳ୍ପନା କରେ; ସେ ଅମଙ୍ଗଳ ମାର୍ଗରେ ଆପଣାକୁ ପ୍ରବର୍ତ୍ତାଏ; ସେ ମନ୍ଦତା ଘୃଣା କରେ ନାହିଁ। See the chapter |