ଗୀତସଂହିତା 36:9 - ପବିତ୍ର ବାଇବଲ9 ହେ ସଦାପ୍ରଭୁ, ଜୀବନର ନିର୍ଝର ତୁମ୍ଭ ନିକଟରୁ ପ୍ରବାହୀତ ହୁଏ ଓ ତୁମ୍ଭର ଆଲୋକ ଆମ୍ଭକୁ ଆଲୋକ ଦେଖାଏ। See the chapterପବିତ୍ର ବାଇବଲ (Re-edited) - (BSI)9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା। See the chapterଓଡିଆ ବାଇବେଲ9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା। See the chapter |