ଗୀତସଂହିତା 37:22 - ପବିତ୍ର ବାଇବଲ22 ଯଦି ଜଣେ ଧାର୍ମିକ ବ୍ୟକ୍ତି ଲୋକମାନଙ୍କୁ ଆଶୀର୍ବାଦ କରେ ତା'ହେଲେ ପରମେଶ୍ୱରଙ୍କ ପ୍ରତିଜ୍ଞା ମୁତାବକ ସେମାନେ ଭୂମି ପାଇବେ। କିନ୍ତୁ ଯଦି ସେମାନେ କୁକର୍ମ ସବୁ ଘଟୁ ବୋଲି କୁହନ୍ତି, ସେହି ଲୋକମାନେ ଧ୍ୱଂସ ହେବେ। See the chapterପବିତ୍ର ବାଇବଲ (Re-edited) - (BSI)22 କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ See the chapterଓଡିଆ ବାଇବେଲ22 କାରଣ ତାହାଙ୍କର ଆଶୀର୍ବାଦପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 କାରଣ ତାହାଙ୍କର ଆଶୀର୍ବାଦ ପ୍ରାପ୍ତ ଲୋକେ ଦେଶାଧିକାର କରିବେ; ପୁଣି, ତାହାଙ୍କର ଅଭିଶପ୍ତ ଲୋକେ ଉଚ୍ଛିନ୍ନ ହେବେ See the chapter |