ଗୀତସଂହିତା 38:11 - ପବିତ୍ର ବାଇବଲ11 ମୋର ରୋଗ ଯୋଗୁଁ ମୋର ବନ୍ଧୁ ଓ ପଡ଼ୋଶୀମାନେ ମୋତେ ଦେଖା କରିବାକୁ ଆସନ୍ତି ନାହିଁ। ମୋର ପରିବାରବର୍ଗ ମୋ'ଠାରୁ ଦୂରେଇ ରହନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)11 ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି। See the chapterଓଡିଆ ବାଇବେଲ11 ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋ’ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମୋହର ପ୍ରିୟ ଲୋକେ ଓ ମୋହର ମିତ୍ରମାନେ ମୋʼ ବ୍ୟାଧିରୁ ଅଲଗା ଠିଆ ହୁଅନ୍ତି ଓ ମୋହର ଜ୍ଞାତିବର୍ଗ ଦୂରରେ ଠିଆ ହୁଅନ୍ତି। See the chapter |