Online Bible

- Advertisements -




ଗୀତସଂହିତା 38:15 - ପବିତ୍ର ବାଇବଲ

15 ତେଣୁ ହେ ସଦାପ୍ରଭୁ, ତୁମ୍ଭେ ମୋତେ ନିଶ୍ଚୟ ସହାୟ ହେବ। ହେ ପରମେଶ୍ୱର ମୋର ସଦାପ୍ରଭୁ, ତୁମ୍ଭେ ମୋ’ ପାଇଁ ନିଶ୍ଚୟ କହିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ଵର, ତୁମ୍ଭେ ଉତ୍ତର ଦେବ।

See the chapter Copy

ଓଡିଆ ବାଇବେଲ

15 କାରଣ ହେ ସଦାପ୍ରଭୁ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୁ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 କାରଣ ହେ ସଦାପ୍ରଭୋ, ମୁଁ ତୁମ୍ଭଠାରେ ଭରସା ରଖେ; ହେ ପ୍ରଭୋ, ମୋର ପରମେଶ୍ୱର, ତୁମ୍ଭେ ଉତ୍ତର ଦେବ।

See the chapter Copy




ଗୀତସଂହିତା 38:15

Follow us:

Advertisements


Advertisements