Online Bible

- Advertisements -




ଗୀତସଂହିତା 38:20 - ପବିତ୍ର ବାଇବଲ

20 ମୋର ଶତ୍ରୁମାନେ ମୋ’ ପ୍ରତି ମନ୍ଦ ଆଚରଣ କରନ୍ତି। କିନ୍ତୁ ମୁଁ ସେମାନଙ୍କ ପ୍ରତି ଉତ୍ତମ ବ୍ୟବହାର କରେ। ମୁଁ ସବୁବେଳେ ଉତ୍ତମ କାର୍ଯ୍ୟ କରିବାକୁ ଚେଷ୍ଟା କରେ। ତଥାପି ସେହି ଲୋକମାନେ ମୋ’ ବିରୁଦ୍ଧରେ ଯାଆନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

20 ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।

See the chapter Copy

ଓଡିଆ ବାଇବେଲ

20 ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।

See the chapter Copy




ଗୀତସଂହିତା 38:20

Follow us:

Advertisements


Advertisements