Online Bible

- Advertisements -




ଗୀତସଂହିତା 39:1 - ପବିତ୍ର ବାଇବଲ

1 ମୁଁ କହିଲି, “ମୁଁ ଏଣିକି ଯାହା ବିଷୟରେ କହିବି ସାବଧାନ ହେବି। ମୁଁ ମୋର ଜିହ୍ୱାକୁ ପାପ କରିବାକୁ ସୁଯୋଗ ଦେବି ନାହିଁ। ମୁଁ ଯେତେବେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି, ମୁଁ ମୋର ମୁଖକୁ ବନ୍ଦ ରଖିବି।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

1 ମୁଁ କହିଲି, ମୁଁ ଜିହ୍ଵାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।

See the chapter Copy

ଓଡିଆ ବାଇବେଲ

1 ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋ’ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋʼ ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”

See the chapter Copy




ଗୀତସଂହିତା 39:1

Follow us:

Advertisements


Advertisements