ଗୀତସଂହିତା 4:3 - ପବିତ୍ର ବାଇବଲ3 ତୁମ୍ଭେ ଜାଣ ସଦାପ୍ରଭୁ ସବୁବେଳେ ତାଙ୍କ ଆଶ୍ରିତ ଧାର୍ମିକ ବ୍ୟକ୍ତିମାନଙ୍କ କଥା ଶୁଣନ୍ତି। ତେଣୁ ସେ ମୋ’ କଥା ମଧ୍ୟ ଶୁଣନ୍ତି, ମୁଁ ଯେତେବେଳେ ତାଙ୍କୁ ପ୍ରାର୍ଥନା କରେ। See the chapterପବିତ୍ର ବାଇବଲ (Re-edited) - (BSI)3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ୍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ। See the chapterଓଡିଆ ବାଇବେଲ3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ୍ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ସଦାପ୍ରଭୁ ଆପଣା ପାଇଁ ସଦ୍ଭକ୍ତ ଲୋକକୁ ପୃଥକ କରି ରଖିଅଛନ୍ତି, ଏହା ଜ୍ଞାତ ହୁଅ; ମୁଁ ସଦାପ୍ରଭୁଙ୍କୁ ଡାକିଲେ, ସେ ଶୁଣିବେ। See the chapter |