ଗୀତସଂହିତା 40:13 - ପବିତ୍ର ବାଇବଲ13 ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର। ହେ ସଦାପ୍ରଭୁ, ଶୀଘ୍ର ଆସ ଓ ମୋତେ ସାହାଯ୍ୟ କର। See the chapterପବିତ୍ର ବାଇବଲ (Re-edited) - (BSI)13 ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ଵର ହୁଅ। See the chapterଓଡିଆ ବାଇବେଲ13 ହେ ସଦାପ୍ରଭୁ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୁ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ହେ ସଦାପ୍ରଭୋ, ଅନୁଗ୍ରହ କରି ମୋତେ ଉଦ୍ଧାର କର; ହେ ସଦାପ୍ରଭୋ, ମୋହର ସାହାଯ୍ୟ ପାଇଁ ସତ୍ୱର ହୁଅ। See the chapter |