Online Bible

- Advertisements -




ଗୀତସଂହିତା 40:15 - ପବିତ୍ର ବାଇବଲ

15 ସେହି ଦୁଷ୍ଟ ଲୋକମାନେ ମୋତେ ପରିହାସ କରିଛନ୍ତି। ସେମାନେ କଥାବାର୍ତ୍ତା କରିବାକୁ ବେଶି ଲଜ୍ଜିତ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

15 ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।

See the chapter Copy

ଓଡିଆ ବାଇବେଲ

15 ଯେଉଁମାନେ ମୋତେ ହଁ ହଁ ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଯେଉଁମାନେ ମୋତେ “ହଁ ହଁ” ବୋଲି କହନ୍ତି, ସେମାନେ ଆପଣା ଲଜ୍ଜା ସକାଶୁ ବିସ୍ମିତ ହେଉନ୍ତୁ।

See the chapter Copy




ଗୀତସଂହିତା 40:15

Follow us:

Advertisements


Advertisements