Online Bible

- Advertisements -




ଗୀତସଂହିତା 41:7 - ପବିତ୍ର ବାଇବଲ

7 ମୋର ଶତ୍ରୁମାନେ ଫୁସ୍ ଫୁସ୍ କରି ମୋ’ ବିଷୟରେ କଥା ହୁଅନ୍ତି। ସେମାନେ ମୋ’ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍ଫୁସ୍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।

See the chapter Copy

ଓଡିଆ ବାଇବେଲ

7 ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋ’ ବିରୁଦ୍ଧରେ ଫୁସ୍‍ଫୁସ୍‍ କରନ୍ତି; ସେମାନେ ମୋ’ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମୋହର ଘୃଣାକାରୀ ସମସ୍ତେ ଏକତ୍ର ମୋʼ ବିରୁଦ୍ଧରେ ଫୁସ୍‍ ଫୁସ୍‍ କରନ୍ତି; ସେମାନେ ମୋʼ ବିପକ୍ଷରେ ଅନିଷ୍ଟ କଳ୍ପନା କରନ୍ତି।

See the chapter Copy




ଗୀତସଂହିତା 41:7

Follow us:

Advertisements


Advertisements