Online Bible

- Advertisements -




ଗୀତସଂହିତା 42:7 - ପବିତ୍ର ବାଇବଲ

7 ପୃଥିବୀର ଗଭୀରରୁ ଆସୁଥିବା ପାଣିର ଗର୍ଜନ ମୁଁ ଶୁଣେ। ଯେତେବେଳେ ଜଳପ୍ରପାତ ଓଲଟ ପାଲଟ ହୋଇଯାଏ, ନିମ୍ନଭାଗର ଜଳସ୍ରୋତ ଶବ୍ଦ କରେ। ‘ସଦାପ୍ରଭୁ, ତୁମ୍ଭର ଢେଉଗୁଡ଼ିକ ଗୋଟିଏ ପରେ ଗୋଟିଏ ଆସେ, ମୋର ଚତୁର୍ପାର୍ଶ୍ୱରେ ଚୂର୍ଣ୍ଣ ହୋଇଯାଏ ଓ ମୋତେ ଟପିଯାଏ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭ ନିର୍ଝର ସମୂହର ଶଦ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।

See the chapter Copy

ଓଡିଆ ବାଇବେଲ

7 ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋ’ ଉପରେ ଯାଇଅଛି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭ ନିର୍ଝର ସମୂହର ଶବ୍ଦରେ ଏକ ଗଭୀର ଅନ୍ୟ ଗଭୀରକୁ ଡାକଇ, ତୁମ୍ଭର ଢେଉ ଓ ତରଙ୍ଗସବୁ ମୋʼ ଉପରେ ଯାଇଅଛି।

See the chapter Copy




ଗୀତସଂହିତା 42:7

Follow us:

Advertisements


Advertisements