ଗୀତସଂହିତା 43:2 - ପବିତ୍ର ବାଇବଲ2 ହେ ପରମେଶ୍ୱର, ତୁମ୍ଭେ ହିଁ ମୋର ବଳସ୍ୱରୂପ। କାହିଁକି ତୁମ୍ଭେ ମୋତେ ଛାଡ଼ି ଗ୍ଭଲିଯିବ? ମୋର ଶତ୍ରୁର ନିଷ୍ଠୁର ଆଚରଣ ଯୋଗୁଁ କାହିଁକି ମୁଁ ଏତେ ଦୁଃଖ ପାଇବି। See the chapterପବିତ୍ର ବାଇବଲ (Re-edited) - (BSI)2 କାରଣ ତୁମ୍ଭେ ହିଁ ମୋହର ବଳ ସ୍ଵରୂପ ପରମେଶ୍ଵର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି? See the chapterଓଡିଆ ବାଇବେଲ2 କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି ? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି? See the chapter |