Online Bible

- Advertisements -




ଗୀତସଂହିତା 44:10 - ପବିତ୍ର ବାଇବଲ

10 ଆମ୍ଭର ଶତ୍ରୁମାନେ ଆମ୍ଭକୁ ପଛକୁ ତଡ଼ି ଦେଲେ। ଆମ୍ଭର ଶତ୍ରୁମାନେ ଆମ୍ଭର ଧନ ସମ୍ପତ୍ତି ନେଇଗଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

10 ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଟ କରୁଅଛନ୍ତି।

See the chapter Copy

ଓଡିଆ ବାଇବେଲ

10 ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି।

See the chapter Copy




ଗୀତସଂହିତା 44:10

Follow us:

Advertisements


Advertisements