ଗୀତସଂହିତା 44:15 - ପବିତ୍ର ବାଇବଲ15 ଲଜ୍ଜାରେ ମୁଁ ଢାଙ୍କି ହୋଇଯାଇଛି। ସାରାଦିନ ମୁଁ ସେହି ତିରସ୍କାର ଦେଖୁଛି। See the chapterପବିତ୍ର ବାଇବଲ (Re-edited) - (BSI)15 ତିରସ୍କାରକାରୀର ଓ ନିନ୍ଦକର ସ୍ଵର ସକାଶୁ, ପୁଣି ଶତ୍ରୁ ଓ ପ୍ରତିହିଂସକ ସକାଶୁ, See the chapterଓଡିଆ ବାଇବେଲ15 ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି, ଶତ୍ରୁ ଓ ପ୍ରତିହିଂସକ ସକାଶୁ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ତିରସ୍କାରକାରୀର ଓ ନିନ୍ଦକର ସ୍ୱର ସକାଶୁ, ପୁଣି, ଶତ୍ରୁ ଓ ପ୍ରତିହିଂସକ ସକାଶୁ, See the chapter |